你好! Shipping to Taiwan with premium packaging for just NT$300 

Ship to
Taiwan
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Select your country

Americas

Europe

Rest of the world

portada Brutta (in Oriya)
Type
Physical Book
Language
Oriya
Pages
76
Format
Paperback
Dimensions
21.6x14x0.5 cm
Weight
0.11 kg.
ISBN13
9781645600923

Brutta (in Oriya)

Deepak Mishra (Author) · Black Eagle Books · Paperback

Brutta (in Oriya) - Mishra, Deepak

New Book Imported to Taiwan
Delivery: 09 Oct - 19 Oct Shipping: 5 to 6 business days.
NT$ 610
NT$ 610

Synopsis "Brutta (in Oriya)"

'ବୃତ୍ତ' କବି ଦୀପକ ମିଶ୍ରଙ୍କର ସପ୍ତମ କବିତା ସଂକଳନ । ବିଗତ ପନ୍ଦର ବର୍ଷ ଧରି କବି ନିରବଚ୍ଛିନ୍ନ ଭାବରେ ଆଧୁନିକ ଓଡ଼ିଆ କବିତା କ୍ଷେତ୍ରରେ ନାନା ପରୀକ୍ଷା ନିରୀକ୍ଷା କରି ଆସିଛନ୍ତି - ତଥାପି ତାଙ୍କର ପରୀକ୍ଷାର ଶେଷ ନାଇଁ । ଜୀବନର ବିରାଟ ବିପୁଳ ବୃତ୍ତର କେନ୍ଦ୍ରବିନ୍ଦୁରେ କବି ଏକ ପାଦ ରଖି ଅନ୍ୟପାଦକୁ ସେହି ବୃତ୍ତର ପରିଧିରେ ଅବସ୍ଥାପିତ କରି ସତତ ଘୂର୍ଣ୍ଣାୟମାନ । ତାଙ୍କର କାବ୍ୟ ପୁରୁଷ ସ୍ଥିର ନୁହେଁ-ଗତିଶୀଳ ଏକ ପୂର୍ଣ୍ଣ ସତ୍ୟ ଲଭ କରିବା ଆଶାରେ । ଏହି ସତ୍ୟ ପାର୍ଥିବ ଜୀବନର ସ୍ଥୂଳ ସତ୍ୟ ନୁହେଁ - ପାର୍ଥିବ ଜୀବନର ପ୍ରେମ ଓ ଯନ୍ତ୍ରଣା, ବ୍ୟଥା ଓ ବିଫଳତା, ନୈରାଶ୍ୟ ଓ ଶୋଚନୀୟତା, ବିଚ୍ଛିନ୍ନତା ଓ ନିଃସଙ୍ଗତା, ପ୍ରାପ୍ତି ଓ ଅପ୍ରାପ୍ତି - ଏହି ଦର୍ପିତ ଅବିଚଳିତ କାବ୍ୟପୁରୁଷକୁ ବେଳେ ବେଳେ ବିଚଳିତ କରିଛି ସତ୍ୟ ମାତ୍ର ଲକ୍ଷ୍ୟଚ୍ୟୁତ କରାଇ ପାରିନାହିଁ - ଏକ ଇନ୍ଦ୍ରିୟୋତ୍ତର ତୈଜସ ସତ୍ୟର ଉଦ୍]ଘାଟନ ପାଇଁ ଏହି କାବ୍ୟ ପୁରୁଷ ଗତି କରିଛି ଦୁର୍ନିବାର ଭାବରେ ।

Customers reviews

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews