你好! Shipping to Taiwan with premium packaging for just NT$300 

Ship to
Taiwan
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Select your country

Americas

Europe

Rest of the world

portada Rutusamhara (in Oriya)
Type
Physical Book
Language
Oriya
Pages
202
Format
Paperback
Dimensions
21.6x14x1.2 cm
Weight
0.26 kg.
ISBN13
9781645605010

Rutusamhara (in Oriya)

Mahakabi Kalidasa (Author) · Manoranjan Pattanayak (Translated by) · Black Eagle Books · Paperback

Rutusamhara (in Oriya) - Kalidasa, Mahakabi ; Pattanayak, Manoranjan

New Book Imported to Taiwan
Delivery: 20 Nov - 30 Nov Shipping: 5 to 6 business days.
NT$ 821
NT$ 821

Synopsis "Rutusamhara (in Oriya)"

ମହାକବି କାଳିଦାସ କୃତ 'ଋତୁସଂହାର' ସଂସ୍କୃତର ପ୍ରଥମ ସ୍ୱତନ୍ତ୍ର ଋତୁକାବ୍ୟ । ଏହା ଏକ ସ୍ୱତନ୍ତ୍ର ଋତୁକାବ୍ୟ । ଏହା ଏକ କ୍ଷୁଦ୍ରକାର ଆଦିରସାତ୍ମକ କାବ୍ୟ । ଏହାକୁ ଖଣ୍ଡବାକ୍ୟର ଅନ୍ତର୍ଭୁକ୍ତ କରାଯାଏ । କେହି କେହି ଏହାକୁ ଗୀତିକାବ୍ୟ ମଧ୍ୟ କହନ୍ତି । 'ଋତୁସଂହାର' ଶିରୋନାମଟିରେ ସଂହାରର ଅର୍ଥ ହତ୍ୟା ନୁହେଁ । ଏହାର ଅର୍ଥ ହେଉଛି ସମାବେଶ ବା ମାଳା । ତେଣୁ 'ଋତୁସଂହାର'କୁ 'ଋତୁ ସମାବେଶ' ବା 'ଋତୁମାଳା' ହିସାବରେ ବିଶ୍ଳେଷଣ କରାଯାଇପାରେ । 'ଋତୁସଂହାର' କାଳିଦାସଙ୍କ ପ୍ରଣୀତ ପ୍ରଥମ କାବ୍ୟ ରଚନା, ଯେଉଁଥିରେ ଭାରତୀୟ ଉପମହାଦେଶର ଛଅଟି ଋତୁର ବର୍ଣ୍ଣନା ରହିଛି । ଛଅ ଋତୁର ସୁନ୍ଦର ବର୍ଣ୍ଣନା କବି ଛଅ ସର୍ଗରେ ବା ଅଧ୍ୟାୟରେ କରିଛନ୍ତି । ପ୍ରଥମ ସର୍ଗଟି ଗ୍ରୀଷ୍ମଋତୁ ବିଷୟକ । ପରବର୍ତ୍ତୀ ସର୍ଗ ଗୁଡ଼ିକରେ ବର୍ଣ୍ଣିତ ହୋଇଛି ଯଥାକ୍ରମେ ବର୍ଷା, ଶରତ୍], ହେମନ୍ତ, ଶିଶିର (ଶୀତ) ଓ ବସନ୍ତ ଋତୁ । ବର୍ଣ୍ଣନା ଖୁବ୍ ମନୋହର ଓ ନୈସର୍ଗିକ ତଥା ସ୍ୱଭାବିକତା ବେଶି ମାତ୍ରାରେ ପରିଦୃଷ୍ଟ ହୁଏ । ଏଗୁଡ଼ିକ ଦୁଇ ପ୍ରଣୟୀଯୁଗଳର ପରସ୍ପର ସଂବାଦ । ପ୍ରତ୍ୟେକ ଋତୁର ସଂଦର୍ଭରେ କବି ନ କେବଳ ସମ୍ବନ୍ଧିତ କାଳଖଣ୍ଡର ପ୍ରାକୃତିକ ବୈଶିଷ୍ଟ୍ୟ, ବିବିଧ ଦୃଶ୍ୟସମୂହର ଚିତ୍ରଣ କରାରାଇଛି ତାହା ନୁହେଁ ଅଧିକନ୍ତୁ ପ୍ରକୃତି-ଜଗତରେ ହେଉଥିବା ପରିବର୍ତ୍ତନ ଓ ପ୍ରତିକ୍ରିୟାକୁ ଯୁବକ-ଯୁବତୀ ଓ ପ୍ରେମିକ-ପ୍ରେମିକାଙ୍କର ପ୍ରଣୟ ଜୀବନ ଉପରେ ପଡୁଥିବା &#

Customers reviews

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews