你好! Shipping to Taiwan with premium packaging for just NT$300 

Ship to
Taiwan
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Select your country

Americas

Europe

Rest of the world

portada Ashtapadi (in Oriya)
Type
Physical Book
Language
Oriya
Pages
152
Format
Paperback
Dimensions
21.6x14x0.9 cm
Weight
0.20 kg.
ISBN13
9781645603368

Ashtapadi (in Oriya)

Sitakant Mahapatra (Author) · Black Eagle Books · Paperback

Ashtapadi (in Oriya) - Mahapatra, Sitakant

New Book Imported to Taiwan
Delivery: 29 Sep - 07 Oct Shipping: 5 to 6 business days.
NT$ 764
NT$ 764

Synopsis "Ashtapadi (in Oriya)"

'ଅଷ୍ଟପଦୀ' ସୀତାକାଂତଂକର ଦ୍ୱିତୀୟ କବିତା-ଗ୍ରଂଥ । ପୂର୍ବରୁ 'ଦୀପ୍ତି ଓ ଦ୍ୟୁତି'ରେ ତାଂକର ଅନେକଗୁଡ଼ିଏ କ୍ଷୁଦ୍ର କବିତା ଏକତ୍ରିତ ହୋଇ ପ୍ରକାଶ ପାଇଥିଲା । 'ଅଷ୍ଟପଦୀ'ର କବିତାଗୁଡ଼ିକ ଦୀର୍ଘ ଓ କେତେକ ପରିମାଣରେ ପରୀକ୍ଷାମୂଳକ । ଆଜି ଓଡ଼ିଶାର କାବ୍ୟ-ରସିକ-ବିଦଗ୍]ଧ ପାଠକ କେତେକ ଅତି ଉତ୍କୃଷ୍ଟ ବୁଦ୍ଧି ଓ ଅନୁଭୂତି-ଦୀପ୍ତ କବିତା ପାଇଁ ତାଂକ ନିକଟରେ ଋଣୀ । 'ଦୀପ୍ତି ଓ ଦ୍ୟୁତି'ର କବିତାଗୁଡ଼ିକ ଜୀବନପ୍ରତି ଏକ ନିଦ୍ଦିଷ୍ଟ କାବ୍ୟ-ପ୍ରତିକ୍ରିୟାରୁ ଉଦ୍ଭବ ଓ ସେହି ଦୃଷ୍ଟିରୁ ସେଗୁଡ଼ିକ ପରସ୍ପର ସହିତ ସଂପର୍କିତ । 'ଅଷ୍ଟପଦୀ'ର ମୂଳରେ ସେହି ଏକା କାବ୍ୟ-ପ୍ରତିକ୍ରିୟା ଲକ୍ଷଣୀୟ, କିନ୍ତୁ ଏଠାରେ କବିତାଗୁଡ଼ିକ ଅଧିକତର ସଂଗଠିତ ଓ ପରସ୍ପର ସହିତ ଘନିଷ୍ଠ ସଂପର୍କଯୁକ୍ତ । 'ଅଷ୍ଟପଦୀ'ର ଆଠଟି କବିତାକୁ ଗୋଟିଏ ମୂଳକଥା ବା ଥିମ୍]ର ବିଭିନ୍ନ ପ୍ରକାଶ ଭାବରେ ଗ୍ରହଣ କରାଯାଇପାରେ । ବିଭିନ୍ନ ବାହ୍ୟ ସଜ୍ଜା ଓ ବିକ୍ଷିପ୍ତ ଚିଂତାର ଅଂତରାଳରୁ ଏହି ଥିମ୍]ର ଦୃଢ଼ତା ଖୁବ୍ ଗୁରୁତ୍ୱପୂର୍ଣ୍ଣ । 'ଅଷ୍ଟପଦୀ', 'ଦୀପ୍ତି ଓ ଦ୍ୟୁତି'ଠାରୁ ଅଧିକତର ସଚେତ ଓ ବୁଦ୍ଧିଦୀପ୍ତ, ରଚନା ଓ ବିଶେଷକରି ଥିମ୍]ର ଘନିଷ୍ଠତା ଓ ପ୍ରକାଶ-ଭଂଗୀରେ 'ଅଷ୍ଟପଦୀ'ର ଆଧୁନିକ ଚେତନା ଅଂତନିର୍ହିତ ।

Customers reviews

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews