你好! Shipping to Taiwan with premium packaging for just NT$300 

Ship to
Taiwan
0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional

Select your country

Americas

Europe

Rest of the world

portada Labanga (in Oriya)
Type
Physical Book
Language
Oriya
Pages
270
Format
Paperback
Dimensions
21.6x14x1.5 cm
Weight
0.34 kg.
ISBN13
9781645604969

Labanga (in Oriya)

Patnaik, Chittaranjan (Author) · Black Eagle Books · Paperback

Labanga (in Oriya) - Patnaik, Chittaranjan

New Book Imported to Taiwan
Delivery: 16 Oct - 26 Oct Shipping: 5 to 6 business days.
NT$ 901
NT$ 901

Synopsis "Labanga (in Oriya)"

ଲବଙ୍ଗର ମୂଳ ହିନ୍ଦି ଲେଖକ ସ୍ୱର୍ଗତ କୁଶବାହା କାନ୍ତ ଏହାକୁ ବିଂଶ ଶତାବ୍ଦୀର ଚତୁର୍ଥ ଦଶକରେ ଲେଖିଥିଲେ । ସେଥିରେ ସେ ସେତେବେଳର ଅର୍ଥାତ୍] ଦେଶ ସ୍ୱାଧୀନ ହେବାର ଠିକ୍] ପୂର୍ବର ଏବଂ ପରବର୍ତ୍ତୀ କାଳର ସାମାଜିକ ତଥା ଅର୍ଥନୈତିକ ଅବସ୍ଥାର ସୁନ୍ଦର ଭାବରେ ଚିତ୍ରଣ କରିଥିଲେ । ମୋତେ ବହୁତ ଭଲ ଲାଗିଥିଲା, ତେଣୁ ତାକୁ ଓଡ଼ିଆ ଭାଷାରେ ଅନୁବାଦ କରିବାକୁ ମନସ୍ଥ କରିଥିଲି । ଏହି ମୂଳ ପୁସ୍ତକଟି ଲେଖା ହେଲାବେଳେ ସେତେବେଳର ଟଙ୍କା ପଇସା ଆମର ଏବେକାର ଚଳୁଥିବା ଟଙ୍କା ପଇସା ଠାରୁ ଅଲଗା ଥିଲା । ସେତେବେଳେ ଏକ ଟଙ୍କା ଷୋଳ ଅଣା ଏବଂ ଏକ ଅଣା ଚାରି ପଇସା ଥିଲା । ପୁଣି ଏକ ପଇସାର ଅଧାକୁ ଅଧୁଲି କୁହାଯାଉଥିଲା ଏବଂ ପଇସାର ଏକ ତୃତୀୟାଂଶକୁ ପାହୁଲି କୁହାଯାଉଥିଲା । ସେତେବେଳର ବଜାର ଦରଦାମକୁ ନେଇ ଏତିକି କୁହାଯାଇପାରେ ଯେ, ସେତେବେଳେ ସୁନା ଏକଭରି (୧୧.୬୬ ଗ୍ରାମ)ର ମୂଲ୍ୟ ୯୯ ଟଙ୍କା ଥିଲା । ସେହି ପରିପ୍ରେକ୍ଷୀରେ ପାଠକମାନେ ଏହି ବହିଟିକୁ ପଢ଼ିବାକୁ ଅନୁରୋଧ । --- ଚିତ୍ତରଞ୍ଜନ ପଟ୍ଟନାୟକ

Customers reviews

Frequently Asked Questions about the Book

All books in our catalog are Original.
The book is written in Oriya .
The binding of this edition is Paperback.

Questions and Answers about the Book

Do you have a question about the book? Login to be able to add your own question.

Opinions about Bookdelivery

More customer reviews